ଢେଙ୍କାନାଳ

ଅଭିନବ ଉପାୟରେ ଲୁଟ୍: ମାଗଣାରେ ପ୍ରଡକ୍ଟ ଦେବାକୁ କହି ମହିଳାଙ୍କ ଠାରୁ ଲକ୍ଷାଧିକ ଟଙ୍କାର ସୁୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଯବାନଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ୨୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୁତ୍ତ

Bartanews

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନନ୍ତପୁର ଅଞ୍ଚଳରେ ଯବାନଙ୍କ ଘରୁ କଳାକନା ବୁଲାଇଲେ ଲୁଟେରା । ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ୨୦ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୁତ୍ତ। ଉକ୍ତ ଯବାନଙ୍କ ନାଁ ସୁଶାନ୍ତ କୁମାର ସାହୁ ବୋଲି ଜଣାପଡ଼ିଛି। ଯବାନ ସୁଶାନ୍ତଙ୍କ ଘରୁ ଗତ କାଲି ବିଳମ୍ବିତ ରାତିରେ ଲୁଟ କରିଥିଲେ ଦୁର୍ବୃତ୍ତ । ସୁଶାନ୍ତ ନିଜ ପରିବାର ଲୋକଙ୍କ ସହ କଙ୍କଡାହାଡ଼ ଥାନା ତରାଜଙ୍ଗ ଗାଁକୁ ଦୀପାବଳି ପାଳନ […]

ଭିଜିଲାନ୍ସ ଜାଲରେ ଶିକ୍ଷାଧିକାରୀ, ଦରମା ବୃଦ୍ଧି ପାଇଁ ନେଉଥିଲେ ଲାଞ୍ଚ

ଭିଜିଲାନ୍ସ ଜାଲରେ ଶିକ୍ଷାଧିକାରୀ, ଦରମା ବୃଦ୍ଧି ପାଇଁ ନେଉଥିଲେ ଲାଞ୍ଚ

Bartanews

ଢେଙ୍କାନାଳ: ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ମଲ୍ଲିକ । ହିନ୍ଦୋଳ ବ୍ଲକ ବ୍ରହ୍ମପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅଦ୍ୱୈତ ସାମଲଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ଏହାପରେ ଏକକାଳୀନ ୩ଟି ଜାଗାରେ ଚଢ଼ାଉ କରିଛି ଭିଜିଲାନ୍ସ। ଭଦ୍ରକ ସ୍ଥିତି ଘର ,ହି ନ୍ଦୋଳ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟ ଓ ଖଜୁରିଆକଟା ଭଡା ଘରେ ରେଡ କରିଛି ଭିଜିଲାନ୍ସ । ମହଙ୍ଗା ଭତ୍ତା ଓ […]

ଜେଲ୍‌ ଫେରନ୍ତା ଅଭିଯୁକ୍ତକୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ଜେଲ୍‌ ଫେରନ୍ତା ଅଭିଯୁକ୍ତକୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

Bartanews

କାମାକ୍ଷାନଗର: କାମାକ୍ଷାନଗରର ବହୁ ଚର୍ଚ୍ଚିତ ଦୀପକ ମାହୁଁନ୍ତ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ନିରଞ୍ଜନ ସାହୁଙ୍କୁ ବିଭତ୍ସ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ। କାମାକ୍ଷାନଗର ଥାନା ଆଳତୁମା ଗାଁ ରେଲୱେ ଓଭର ବ୍ରିଜ ପାଖ ସଉରିଆ ନିକଟରେ ହତ୍ୟାକାଣ୍ଡ ଘଟିଛି । ଘଟଣା ସ୍ଥଳରୁ ରକ୍ତ ଜୁଡୁବୁଡୁ ମୃତଦେହ ସହ ଗୁଳି ଜବତ କରିଛି ପୁଲିସ । ବିଳମ୍ବିତ ରାତିରେ ବିଭତ୍ସ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଗତ ଦୁଇ ବର୍ଷ ତଳେ ବାରୁଆଁର ପୂର୍ବତନ ସମିତିସଭ୍ୟ ଦୀପକ […]

ଶୌଚ ପାଇଁ ଯାଇଥିଲେ, ହାତୀ ହାବୁଡ଼ରେ ପଡ଼ିଲେ ଯୁବକ

ଶୌଚ ପାଇଁ ଯାଇଥିଲେ, ହାତୀ ହାବୁଡ଼ରେ ପଡ଼ିଲେ ଯୁବକ

Bartanews

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ ଅନ୍ତର୍ଗତ କନ୍ଧରା ଗ୍ରାମରେ ଆଜି ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଥିବା ଜଣାଯାଇଛି। ସୂଚନା ଅନୁଯାୟୀ, ଗାଁର ମନୋଜ ମହାରଣା ଓ ଦିଲୀପ ସାହୁ ଆଜି ସକାଳୁ ଗାଁ ପାଖକୁ ଶୌଚ ପାଇଁ ଯାଇଥିଲା ବେଳେ ଗୋଟିକିଆ ଦନ୍ତା ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ ଯାହା ଫଳରେ ହାତୀ ଆକ୍ରମଣ କରିଥିଲା। ହାତୀ ଆକ୍ରମଣରେ ମନୋଜ ଗୁରୁତର ହେଇଥିବା ବେଳେ ଦିଲୀପ ଦୌଡ଼ି ପଳାଇ ଯାଇଥିଲେ। ପରିବାର ଲୋକଙ୍କ […]