vigilance raid

ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢାଉ

ଭିଜିଲାନ୍ସ ପଞ୍ଝାରେ ପାଟଣାଗଡ ଫରେଷ୍ଟ ରେଞ୍ଚର ଫରେଷ୍ଟ ଗାର୍ଡ

Bartanews

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଫରେଷ୍ଟ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ ସ୍ୱାଇଁ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଫରେଷ୍ଟ ଗାର୍ଡ ରଶ୍ମିରଞ୍ଜନ ସ୍ୱାଇଁ ଶ୍ରମିକଙ୍କ ପେମେଣ୍ଟ ଟଙ୍କା ଆକାଉଣ୍ଟରେ ପକାଇବା ପାଇଁ ୧୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ଭିଜିଲାନ୍ସ ତାଙ୍କୁ ଧରିଥିଲା । ଲାଞ୍ଚ ନେଉଥିବା ଟଙ୍କା ଜବତ […]

ଜଳସେଚନ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ୪କୋଟିରୁ ଉର୍ଦ୍ଧ୍ବ ସମ୍ପତ୍ତି ଠାବ

ଜଳସେଚନ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ୪କୋଟିରୁ ଉର୍ଦ୍ଧ୍ବ ସମ୍ପତ୍ତି ଠାବ

Bartanews

ବ୍ରହ୍ମପୁର/ବୁଗୁଡ଼ା: ଜଣେ ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ବିଭାଗ ରେଡ଼୍‌ କରିଛି । ୪କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ଠାବ ହୋଇଥିବା ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳସେଚନ ବିଭାଗ ଅନ୍ତର୍ଗତ ବାଘୁଆ ପ୍ରକଳ୍ପର ସହାକରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁଚରଣ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ହୋଇଛି। ୯ଟି ସ୍ଥାନରେ ଚଢଉ ପରେ ତାଙ୍କ ନିକଟରୁ ୪କୋଟିରୁ ଅଧିକ ସମ୍ପତ୍ତି ଠାବ ହୋଇଛି । ଭିଜିଲାନ୍ସ ପକ୍ଷରୁ ଶ୍ରୀ ସାହୁଙ୍କୁ […]

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ଯ୍ଯନିର୍ବାହୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ଯ୍ଯନିର୍ବାହୀ ଯନ୍ତ୍ରୀ

Bartanews

ବାଲେଶ୍ୱର: ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ଯ୍ଯନିର୍ବାହୀ ଯନ୍ତ୍ରୀ । ବାଲେଶ୍ଵର କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ମହେଶ ପ୍ରସାଦ ପଟ୍ଟନାୟକଙ୍କ ବାଲେଶ୍ଵର ସ୍ଥିତ ଅଫିସ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି। ସୂଚନା ଅନୁଯାୟୀ, ମହେଶ ପ୍ରସାଦ ପଟ୍ଟନାୟକଙ୍କ ବାଲେଶ୍ଵରସ୍ଥିତ ଅଫିସ, ରାୟଗଡା କସ୍ତୁରିନଗର ସ୍ଥିତ […]

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର ଅତିରିକ୍ତ ଯନ୍ତ୍ରୀ, ଏକକାଳୀନ ୮ଟି ସ୍ଥାନରେ ଚଢାଉ ଜାରି

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର ଅତିରିକ୍ତ ଯନ୍ତ୍ରୀ, ଏକକାଳୀନ ୮ଟି ସ୍ଥାନରେ ଚଢାଉ ଜାରି

Bartanews

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ। ଆୟବହିର୍ଭୂିତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ଆଦେଶ ବଳରେ ୪ଜଣ ଡିଏସପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ାଉ କରାଯାଉଛି।

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଏକକାଳୀନ ୭ଟି ସ୍ଥାନରେ ଚଢାଉ ଜାରି

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଏକକାଳୀନ ୭ଟି ସ୍ଥାନରେ ଚଢାଉ ଜାରି

Bartanews

ଆରଡି: ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା। ସୁନ୍ଦରଗଡ଼ ଗ୍ରାମ୍ୟ ପୂର୍ତ୍ତ ଡିଭିଜନର ଯନ୍ତ୍ରୀଙ୍କ ଘରେ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ସୁନ୍ଦରଗଡ଼ ଓ ଭଦ୍ରକର ୭ ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ସଞ୍ଜୟ ବେହେରାଙ୍କ ବନ୍ତ ସ୍ଥିତ ନିଜ ପୈତୃକ ଘରେ, ଶଶୁର ଘର ସିଂଢୋଲ ଏବଂ ଭଦ୍ରକ ସ୍ଥିତ ବାସ ଭବନରେ ରେଡ ଚାଲିଛି। ଚଢ଼ାଉରେ ସାମିଲ ଅଛନ୍ତି ୪ ଡ଼ିଏସପି, ୧୦ […]

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଉପଜିଲ୍ଲାପାଳ, ଏକକାଳୀନ ୯ଟି ସ୍ଥାନରେ ଚାଲିଛି ଚଢ଼ାଉ

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଉପଜିଲ୍ଲାପାଳ, ଏକକାଳୀନ ୯ଟି ସ୍ଥାନରେ ଚାଲିଛି ଚଢ଼ାଉ

Bartanews

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଉପଜିଲ୍ଲାପାଳ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସର ଚଢ଼ାଉ କରିଛି। ଏକକାଳୀନ ୯ ଟି ସ୍ଥାନରେ ଚାଲିଛି ଚଢ଼ାଉ।  ଭିଜିଲାନ୍ସ ବିଭାଗର ୯ ଟି ଟିମ ପ୍ରଶାନ୍ତ ରାଉତଙ୍କ ନବରଙ୍ଗପୁର ସରକାରୀ ବାସଭବନ ,କାର୍ଯ୍ୟାଳୟ ସହ ଭଦ୍ରକରେ ନିଜ ବାସ ଭବନ ଓ ଭୁବନେଶ୍ୱର ସ୍ଥିତ କାନନ ବିହାରର ଏକ ଘରେ ରେଡ଼ ଚାଲିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପ୍ରଶାନ୍ତ ପୂର୍ବରୁ  ସୁନ୍ଦରଗଡ଼ […]

ଅଙ୍ଗନବାଡି ୱାର୍କର ନିଯୁକ୍ତି ପାଇଁ ନେଉଥିଲେ ଲାଞ୍ଚ: ସୁପରଭାଇଜର ଓ ସିଡିପିଓଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

ଅଙ୍ଗନବାଡି ୱାର୍କର ନିଯୁକ୍ତି ପାଇଁ ନେଉଥିଲେ ଲାଞ୍ଚ: ସୁପରଭାଇଜର ଓ ସିଡିପିଓଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

Bartanews

ଭଦ୍ରକ: ଭିଜିଲାନ୍ସ ଜାଲରେ ସିଡିପିଓ ଓ ସୁପରଭାଇଜର।  ଅଙ୍ଗନବାଡି ୱାର୍କର ନିଯୁକ୍ତି ପାଇଁ ୧୦ହଜାର ଟଙ୍କା ଲଞ୍ଚ ନେଉଥିବା ସମୟରେ ମାଡ଼ିବସିଲା ଭଦ୍ରକ ଭିଜିଲାନ୍ସ। ସିଡିପିଓ ସୁଗନ୍ଧା ଦାସ ଓ ସୁପରଭାଇଜର ସୁଲୋଚନା ବେହେରା  ବଣିଆ ପଞ୍ଚାୟତ ସରଗଢିଆ ମିନି ଅଙ୍ଗନବାଡି କେନ୍ଦ୍ରରେ ୱାର୍କର ନିଯୁକ୍ତି ପାଇଁ ଲାଞ୍ଚ ନେଉଥିଲେ । ଏହି ସମୟର ଉଭୟଙ୍କୁ ମାଡ଼ି ବସିଛି ଭିଜିଲାନ୍ସ । ତେବେ ୱାର୍କର ନିଯୁକ୍ତି ପାଇଁ ୫୦ହଜାର ଡିଲ ହୋଇଥିବା ସୂଚନା ।

ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢାଉ

ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢାଉ

Bartanews

ବାଙ୍କୀ: ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଡମପଡା ଦୁଲଣାପୁରର ପୂର୍ବତନ ସରପଞ୍ଚ ସୁନିଲ ସାହୁଙ୍କ ଘରେ ରେଡ୍‌ ଚାଲିଛି। ମନରେଗା ଦୁର୍ନୀତି ଅଭିଯୋଗରେ ରେଡ୍‌ କରୁଛି ଭିଜିଲାନ୍ସ । ତୁଳସୀପୁର ସ୍ଥିତ ପେଟ୍ରୋଲ ପମ୍ପରେ ମଧ୍ୟ ଚାଲିଛି ରେଡ୍‌ । ମନରେଗା ଦୁର୍ନୀତି ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ପରେ ଏହି ରେଡ୍‌ ଚାଲିଛି।

ଭିଜିଲାନ୍ସ ଜାଲରେ ସ୍କୁଲ କିରାଣୀ, ପେନସନ୍ ଟଙ୍କା କରାଇ ଦେବା ପାଇଁ ନେଉଥିଲେ ଲାଞ୍ଚ

ଭିଜିଲାନ୍ସ ଜାଲରେ ସ୍କୁଲ କିରାଣୀ, ପେନସନ୍ ଟଙ୍କା କରାଇ ଦେବା ପାଇଁ ନେଉଥିଲେ ଲାଞ୍ଚ

Bartanews

ଯାଜପୁର: ଭିଜିଲାନ୍ସ ଜାଲରେ ସ୍କୁଲ କିରାଣୀ । ପେନସନ ଟଙ୍କା କରାଇ ଦେବା ପାଇଁ ୪୦୦୦ ଟଙ୍କା ଲାଞ୍ଚ ନେବାବେଳେ ଧରା ପଡ଼ିଲେ । କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି । ଖବର ଅନୁଯାୟୀ, ଅବସରପ୍ରାପ୍ତ ନିରଞ୍ଜନ ରାୟଙ୍କର ପେନସନ କାଗଜପତ୍ର କାମ କରାଇଦେବା ପାଇଁ କିରାଣୀ ମହେଶ୍ୱର ସାମଲଙ୍କୁ ୭ ହଜାର ଟଙ୍କା ମାଗିଥିଲେ ।  ଏନେଇ ନିରଞ୍ଜନ ବୁଧବାର ଭିଜିଲାନ୍ସ ପାଖରେ ଅଭିଯୋଗ […]

ଭିଜିଲାନ୍ସ ଜାଲରେ ଅବକାରୀ ସୁପରିଟେଣ୍ଡେଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି

ଭିଜିଲାନ୍ସ ଜାଲରେ ଅବକାରୀ ସୁପରିଟେଣ୍ଡେଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି

Bartanews

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜିଲ୍ଲା ଅବକାରୀ ସୁପରିଟେଣ୍ଡେଣ୍ଟ ଗଙ୍ଗା ପାଇକରାୟ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଗଙ୍ଗା ପାଇକରାୟଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଏହି ଚଢାଉରେ ୩ ଡିଏସପି, ୫ ଇନିସିପେକ୍ଟର ସମେତ ୬ ଏସଆଇ ସାମିଲ ଅଛନ୍ତି। ଏକକାଳୀନ ନବରଙ୍ଗପୁର ଓ କୋରାପୁଟ ସମେତ ୫ ଟି ସ୍ଥାନରେ ଚଢାଉ ଜାରି ରହିଛି।  ଜୟପୁର ସ୍ଥିତ ୨ଟି ୩ ମହଲା ବିଶିଷ୍ଟ କୋଠା, ଭଡାଘର ଓ  ଅଫିସ କାର୍ଯ୍ୟାଳୟ […]